Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଅଁଳା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଅଁଳା

ପ୍ରତ୍ୟେକ ବର୍ଷ କାର୍ତ୍ତିକ ମାସର ଶୁକ୍ଳପକ୍ଷର ନବମୀ ତିଥିରେ ଅକ୍ଷୟ ନବମୀ ପାଳନ କରାଯାଏ । ଏହି ଦିନ ଭଗବାନ ବିଷ୍ଣୁଙ୍କର ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଇଥାଏ । ଏହି ଦିନ ଅଁଳା ବୃକ୍ଷର ପୂଜାର୍ଚ୍ଚନା କରାଯାଇଥାଏ । ତେଣୁ ଏହାକୁ ଅଁଳା ନବମୀ ବୋଲି ମଧ୍ୟ କୁହାଯାଏ । ଚଳିତ ବର୍ଷ ନଭେମ୍ବର ୨ରେ ପାଳନ ସି ରହିଛି । ଏହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ବେଶ ସହାୟକ ହୋଇଥାଏ । ଏହାର ସେବନ ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ । ଶରୀରକୁ ଅନେକ ସଂକ୍ରମଣରୁ ଦୂରେଇ ରଖିଥାଏ । ଏହା ଶରୀରକୁ ଥଣ୍ଡା, ଜ୍ୱର, ଅନେକ ସଂକ୍ରମଣରୁ ରକ୍ଷା କରିଥାଏ । ଥଣ୍ଡା ସମୟରେ ୨ ଚାମଚ ଅଁଳା ଗୁଣ୍ଡରେ ୨ ଚାମଚ ମହୁ ମିଶାଇ ସେବନ କରନ୍ତୁ । ଏହାଦ୍ୱାରା ଖୁବ ଲାଭ ମିଳିଥାଏ । ଅଁଳାରେ ଏକ ବିଶେଷ ପ୍ରକାରର ପ୍ରୋଟିନ ରହିଛି । ଯାହା ଦ୍ୱାରା ବାରମ୍ବାର ଭୋକ ଅନୁଭବ ହୋଇନଥାଏ । ଏହା ଭୋକକୁ ନିୟନ୍ତ୍ରଣ କରିଥାଏ । ଏଥିରେ ଫ୍ୟାଟ୍ ମାତ୍ରା ମଧ୍ୟ ଖୁବ କମ ଥାଏ । ଏହା ପେଟରୁ ଚର୍ବିକୁ ଜମାଟ ବାନ୍ଧିବାକୁ ଦେଇନଥାଏ ଓ ଓଜନ ହ୍ରାସ କରିବାରେ ବେଶ ସହାୟକ ହୋଇଥାଏ । ଯଦି ଆପଣଙ୍କୁ ଦୃଷ୍ଟି ଶକ୍ତି ଦୁର୍ବଳ ହେବା ଭଳି ଅନୁଭବ ହେଉଛି, ନିୟମିତ ଗୋଟିଏ ଅଁଳାର ସେବନ ନିଶ୍ଚୟ କରନ୍ତୁ । ଏହା ଦୃଷ୍ଟି ଶକ୍ତି ବୃଦ୍ଧି କରିବାରେ ବେଶ ସହାୟକ ହୋଇଥାଏ । ଏହାସହ ଆଖିରେ କୁଣ୍ଡାଇ ହେବା ଭଳି ଅନୁଭବ ହେଉଥିବା,ଆଖି ପୋଡା ସମସ୍ୟାକୁ ମଧ୍ୟ ଦୂର କରିଥାଏ । ଅଁଳା ଉପକାରୀ ହେବ ଅଁଳା ନବମୀ । ହିନ୍ଦୁ ଧର୍ମରେ ଅଁଳା ବୃକ୍ଷ ପୂଜନୀୟ ହେବା ସହ ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ । ନିୟମିତ ଏହାର ସେବନ କରିବା ଦ୍ୱାରା ଶରୀରକୁ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ । ଜାଣନ୍ତୁ .. ଅଁଳାରେ ଭରପୁର ମାତ୍ରାରେ ଭିଟାମିନ ଯଦି ଆପଣଙ୍କୁ ଦୃଷ୍ଟି ଶକ୍ତି ଦୁର୍ବଳ ହେବା ଭଳି ଅନୁଭବ ହେଉଛି, ନିୟମିତ ଗୋଟିଏ ଅଁଳାର ସେବନ ନିଶ୍ଚୟ କରନ୍ତୁ । ଏହା ଦୃଷ୍ଟି ଶକ୍ତି ବୃଦ୍ଧି କରିବାରେ ବେଶ ସହାୟକ ହୋଇଥାଏ । ଏହାସହ ଆଖିରେ କୁଣ୍ଡାଇ ହେବା ଭଳି ଅନୁଭବ ହେଉଥିବା, ଆଖି ପୋଡା ସମସ୍ୟାକୁ ମଧ୍ୟ ଦୂର କରିଥାଏ ।

Leave a Reply