Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କେସିଙ୍ଗା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କେସିଙ୍ଗା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ

କେସିଙ୍ଗା : ଗତ ବୁଧବାର ଦିନ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଅନୁସାରେ ଦକ୍ଷିଣ ସମ୍ଭାଗର ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ଠାରେ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନ ସମାରୋହରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ ନଗରପାଳ ନୃପରାଜ ଯାଦବ, ମୁଖ୍ୟବକ୍ତା ଶ୍ରୀ ରୂପ ସିଂହ ରାଉତ, ଶ୍ରୀ ସୁବ୍ରତ କୁମାର ପଟ୍ଟନାୟକ ମଞ୍ଚାସୀନ ଥିଲେ ।

Leave a Reply