Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବୁଗୁଡ଼ା ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବୁଗୁଡ଼ା ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ

ବୁଗୁଡ଼ା ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱପରିସରରେ “ରାଷ୍ଟ୍ରୀୟ ନବବର୍ଷ’ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । ପବିତ୍ର ଚୈତ୍ର ଶୁକ୍ଲ ପ୍ରତିପଦା ତିଥିରେ ପ୍ରଧାନାଚାର୍ଯ୍ୟ ରବିନ୍ଦ୍ର କୁମାର ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଶିକ୍ଷକ ଜୟନ୍ତ କୁମାର ପଟ୍ଟନାୟକ ଓ ପରିଚାଳନା ସମିତି ସମ୍ପାଦକ ରମେଶ ଚନ୍ଦ୍ର ଆଲଟିଆ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିବା ସହ ରାଷ୍ଟ୍ରୀୟ ନବବର୍ଷର ବିଶେଷତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ ।

Leave a Reply