Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଶ୍ରୀରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ କିନ୍ନରଙ୍କ ଶୋଭାଯାତ୍ରା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଶ୍ରୀରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ କିନ୍ନରଙ୍କ ଶୋଭାଯାତ୍ରା

କେନ୍ଦ୍ରାପଡ଼ା : ଅଯୋଧ୍ୟାରେ ରାମଲାଲଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ କିନ୍ନର ସମାଜ ପକ୍ଷରୁ ଏକ ଶ୍ରୀରାମ ରଥ ଶୋଭାଯାତ୍ରା କେନ୍ଦ୍ରାପଡା ସହରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କିନ୍ନର ସମାଜ ସଭାପତି ଦେବୀକା ବାରିକଙ୍କ ନେତୃତ୍ୱରେ ଶତାଧିକ କିନ୍ନର ଏକ ଶୋଭାଯାତ୍ରାରେ ବାହାରି ଶ୍ରୀରାମ ମନ୍ଦିର ପରିସରରେ ପହଞ୍ଚିଥିଲେ ।

Leave a Reply