Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସରସ୍ବତୀ ଶିଶୁ ମନ୍ଦିରରେ ମାତୃ କର୍ମଶାଳା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସରସ୍ବତୀ ଶିଶୁ ମନ୍ଦିରରେ ମାତୃ କର୍ମଶାଳା



ଦେବଗଡ଼:ଦେବଗଡ଼ ସରସ୍ବତୀ ଶିଶୁ ମନ୍ଦିରରେ ସୋମବାର ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅବସରପ୍ରାପ୍ତ ସିଡିପିଓ ପ୍ରବୀଣା ମିଶ୍ର, ଜିଲ୍ଲା ରାଷ୍ଟ୍ରୀୟ ସେବିକା ସମିତି କାର୍ଯ୍ୟବାହିକା ଅନାମିକା ମିଶ୍ର ଅତିଥି ଭାବେ ଯୋଗ ଦେଇଥିଲେ ।
ପ୍ରଧାନାଚାର୍ଯ୍ୟ ଉମାକାନ୍ତ ରଣା ଉଦ୍ଦେଶ୍ଯ ଜ୍ଞାପନ କରିଥିବା ବେଳେ ଗୁରୁମା ମାନସୀ ବାରିକ ଅତିଥି ପରିଚୟ ଓ ହେମମଞ୍ଜରୀ ପଣ୍ଡା ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ଅଭିଭାବିକାମାନଙ୍କ ମଧ୍ୟରେ ଝୋଟି ପ୍ରତିଯୋଗିତା ଆୟୋଜନ କରି ବିଜେତାଙ୍କୁ ପୁରସ୍କୃତ କରାଯାଇଥିଲା ।
କାର୍ଯ୍ୟକ୍ରମ ପରିଚାଳନାରେ ଶିଶୁମନ୍ଦିରର ସମସ୍ତ ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ।

Leave a Reply