Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
2024 - Page 8 of 110 - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଜଲେଶପଟ୍ଟାରେ ସ୍ୱାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ଜଲେଶପଟ୍ଟାରେ ସ୍ୱାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ବାଲିଗୁଡା: ପବିତ୍ର ଜନ୍ମାଷ୍ଟମୀରେ କନ୍ଧମାଳ ଜିଲ୍ଲା ଜଲେଶପଟ୍ଟା ଆଶ୍ରମରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ସହ ଅନ୍ତେବାସୀ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ରନôଭଣ୍ଡାରରେ ସୁଡ଼ଙ୍ଗ ଅଛି କି ? ରନôଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ…

ଜଳେଶ୍ୱର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ପବିତ୍ର ଜନ୍ମାଷ୍ଟମୀ

ଜଳେଶ୍ୱର : ଜଳେଶ୍ୱର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ଉପଲକ୍ଷେ ଛୋଟ ଛୋଟ ଶିଶୁ ମାନଙ୍କ ମଧ୍ୟରେ…

ଶଙ୍ଖଚିଲା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ଯାଜପୁର- ସର୍ବପ୍ରଥମେ ପ୍ରଧାନ ଆଚର୍ଯା ଶ୍ରୀମତୀ ରୀନା ବାଳା ବେହେରାଙ୍କ ଦ୍ୱାରା ବାଳଗୋପାଳଙ୍କର ପୂଜନ ପରେ ବିଭିନ୍ନ ବେଶରେ ସଜ୍ଜିତ ହୋଇଥିବା…

କାମାକ୍ଷାନଗର ଓ କଙ୍କଡ଼ାହାଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

କାମାକ୍ଷାନଗର: ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । କୁନିକୁନି ଛାତ୍ରଛାତ୍ରୀମାନେ ରାଧା କୃଷ୍ଣ ବେଶରେ ସଜିତ ହୋଇ…

ଅଯୋଧ୍ୟାପୁର ଶିଶୁ ମନ୍ଦିର ରେ ଜନ୍ମାଷ୍ଟମୀ ପାଳିତ

ରଘୁନାଥପୁର : ରଘୁନାଥପୁର ବ୍ଲକ ଅଯୋଧ୍ୟାପୁରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି । ଏଥିରେ ଅନ୍ତର୍ଜାତୀୟ…

ସାରସକଣା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ସାରସକଣା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ବାରିପଦା : ପବିତ୍ର ଜନ୍ମାଷ୍ଟମୀ ଅବସରରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସାରସକଣାରେ ଉତ୍ସାହ…

ମାଲକାନଗିରି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ମାଲକାନଗିରି : ମାଲକାନଗିରି ସଦର ମହକୁମାସ୍ଥିତ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିରରେ ପାରମ୍ପରିକ ରୀତିରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ…

ରାୟପୁରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ଫୁଲନଖରା : କୁରାଙ୍କ ପ୍ରଧାନ ପଞ୍ଚାୟତ ଅନ୍ତର୍ଗତ ରାୟପୁରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଛି । ବିଦ୍ୟାଳୟର…

କେନ୍ଦୁଝର ବିଶ୍ୱହିନ୍ଦୁ ପରିଷଦ ତରଫରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସ ପାଳିତ

କେନ୍ଦୁଝର : ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସ ସହିତ ବିଶ୍ୱହିନ୍ଦୁ ପରିଷଦର ସ୍ଥାପନା ଦିବସ…