କେନ୍ଦୁଝର ପାଟଣା ବ୍ଲକ ସରାସକୋଲା ପଞ୍ଚାୟତର ଶାଳଧର ଠାରୁ ବାଉଁଶଡିହା ସାହି ଦେଇ ପଞ୍ଚାୟତ ମୁଖ୍ୟାଳୟ କୁ ସଂଯୋଗ କରୁଥୁବା ରାସ୍ତା…
Year: 2025
୭ ଜିଲ୍ଲାର ୧୨ ନୂଆ NAC ଗଠନ ପାଇଁ ଘୋଷଣା
ଲୋକଙ୍କ ଦାବି ପୂରଣ ପାଇଁ ଦିଆଯାଉଛି ପ୍ରାଥମିକତା । ୭ ଜିଲ୍ଲାର ୧୨ ନୂଆ NAC ଗଠନ ପାଇଁ ଘୋଷଣା କରିଛନ୍ତି…
ସିପି ରାଧାକୃଷ୍ଣନଙ୍କୁ ଏନଡିଏର ଉପରାଷ୍ଟ୍ରପତି ପଦପାଇଁ ପ୍ରାର୍ଥୀ ଭାବେ ଘୋଷଣା
ସିପି ରାଧାକ୍ରିଷ୍ଣନ NDA ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଚୟନ । ସିପି ରାଧାକ୍ରିଷ୍ଣନ ହେଲେ NDA ଉପରାଷ୍ଟ୍ରପତି ପ୍ରାର୍ଥୀ । NDA…
ବିକଶିତ ଭାରତ-2047 ପାଇଁ ମହାକାଶ କାର୍ଯ୍ୟକ୍ରମର ଭୂମିକା ଉପରେ ଆଲୋଚନା
ମହାକାଶରେ ଉଡ଼ିଲା ତ୍ରିରଙ୍ଗା ପତାକା । ମହାକାଶରେ ପତାକା ଉତ୍ତୋଳନ କରି ଜନ୍ମଭୂମିରେ ପାଦ ରଖିଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ୍ କ୍ୟାପ୍ଟେନ୍…
ରାଷ୍ଟ୍ରଦୀପ ସାପ୍ତାହିକର ଷଷ୍ଟିପୂର୍ତ୍ତି ସମାପନ ସମାରୋହ
ରାଷ୍ଟ୍ରଦୀପ ସାପ୍ତାହିକର ଷଷ୍ଟିପୂର୍ତ୍ତି ସମାପନ ସମାରୋହ ଆଜି ତା- ୧୭-୦୮-୨୦୨୫ରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ରାଷ୍ଟ୍ରଦୀପ ସାପ୍ତାହିକର ଷଷ୍ଟିପୂର୍ତ୍ତି…
ଏମଏସସିରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ
ଭୁବନେଶ୍ବର : ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) କର୍ତ୍ତୃପକ୍ଷ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଚଳିତ ମାସ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in। ଅଣ୍ଡର ଗ୍ରାଜୁଏଟ (ବିଏସସିଏମ), (ବିକମଏମଏଫ), (ବିଏଏମ) ପ୍ରୋଗ୍ରାମରେ ନାମ ପଞ୍ଜୀକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ, ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ଏ ବର୍ଷ ଏମଏସସିରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ ରହିଛି ଏମଏସସି (ଜୁଲୋଜୀ), ଏମଏସସି (କେମିଷ୍ଟ୍ରି), ଏମଏସସି (ଏନାଲିଟିକାଲ୍ କେମିଷ୍ଟ୍ରି), ଏମଏସସି (ବାୟୋକେମିଷ୍ଟ୍ରି), ଏମଏସସି (ଜିଓଇନଫର୍ମାଟିକ୍ସ), ଏମଏସସି (ଫିଜିକ୍ସ), ଏମଏସସି (ଆପ୍ଲାଏଡ୍ ଷ୍ଟାଟିଷ୍ଟିକ୍ସ), ଏମଏସସି (ଜିଓଗ୍ରାଫି) (ଏମଏସସିଜିଜି) ଏବଂ ଏଆଇସିଟିଇ ସ୍ୱୀକୃତ ଏମବିଏ ଓ ଏମସିଏ ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ। ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଂଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଫୋନ (୦୬୭୪-୨୩୦୧୩୪୮, ୨୯୭୧୦୭୧) କିମ୍ବା ଇ-ମେଲ (rcbhubaneswar@ignou.ac.in, admissionrc21@ignou.ac.in) ଜରିଆରେ ଯୋଗାଯୋଗ କରିପାରିବେ ବୋଲି…
ଜମ୍ମୁ-କାଶ୍ମୀରରେ ଓଡ଼ିଆ ଯବାନ ସହିଦ ।
ପରଜଙ୍ଗ: ଜମ୍ମୁ-କାଶ୍ମୀରରେ ଓଡ଼ିଆ ଯବାନ ସହିଦ । କିସ୍ତୱାରରେ ଗତ ଗୁରୁବାର ହୋଇଥିବା ବାଦଲ ଫଟା ବର୍ଷା ଓ ଭୂସ୍ଖଳନରେ ଜଣେ…
ଶବରୁଣୀ ଠାରୁ କୋଳି ଖାଇବେ ମହାପ୍ରଭୁ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି…
ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସରେ ବିଶାଳ ଗଣଦୌଡ
ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କବଳିଦାନ ଦିବସରେ ବିଶାଳ ଗଣଦୌଡଭୁବନେଶ୍ୱର,୧୬/୮: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ସ୍ମୃତି ନ୍ୟାସ ତରଫରୁ ପବିତ୍ର ଜନ୍ମାଷ୍ଟମୀ ଦିନ ସକାଳ…
ଆଗାମୀ ଏକ ସପ୍ତାହ ଭିତରେ ଗଠନ ହେବାକୁ ଯାଉଛି ନୂତନ ଶ୍ରୀମନ୍ଦିର ପରିଚାଳନା କମିଟି
ଆଗାମୀ ଏକ ସପ୍ତାହ ଭିତରେ ଗଠନ ହେବାକୁ ଯାଉଛି ନୂତନ ଶ୍ରୀମନ୍ଦିର ପରିଚାଳନା କମିଟି। ଏହି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବିୀରାଜ…