Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବିଶ୍ୱକପ୍ ହକି ପାଇଁ ପ୍ରଥମ ବିଦେଶୀ ଦଳ ଭାବେ ଭୁବନେଶ୍ୱରରେ ପହଞ୍ଚିଛି ନେଦରଲାଣ୍ଡସ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବିଶ୍ୱକପ୍ ହକି ପାଇଁ ପ୍ରଥମ ବିଦେଶୀ ଦଳ ଭାବେ ଭୁବନେଶ୍ୱରରେ ପହଞ୍ଚିଛି ନେଦରଲାଣ୍ଡସ

ଭୁବନେଶ୍ୱର : ବିଶ୍ୱକପ୍ ହକି ପାଇଁ ପ୍ରଥମ ବିଦେଶୀ ଦଳ ଭାବେ ଭୁବନେଶ୍ୱରରେ ପହଞ୍ଚିଛି ନେଦରଲାଣ୍ଡସ । ଭୁବନେଶ୍ୱରରେ ପହଞ୍ଚିଲା ନେଦରଲାଣ୍ଡ ଟିମ । ଆସନ୍ତା ୧୦ ତାରିଖରେ ରାଉରକେଲା ଗସ୍ତ କରି ୧୪ରେ ନିଜର ପ୍ରଥମ ମ୍ୟାଚ ଖେଳିବ ଗତଥରର ଉପବିଜେତା ଟିମ୍ ।୨୦୧୮ ବିଶ୍ୱକପରେ ଉପବିଜେତା ହୋଇଥିଲା ନେଦରଲାଣ୍ଡସ । ଆସନ୍ତା ଜାନୁଆରୀ ୧୪ରେ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ମାଲେସିଆ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ ନେଦରଲାଣ୍ଡସ । ଆସନ୍ତାକାଲି ଚିଲି, ଜାପାନ, ଆର୍ଜେଣ୍ଟିନା ଟିମ୍ ଭୁବନେଶ୍ୱରରେ ପହଞ୍ଚିବେ ।

Leave a Reply