Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବିଶ୍ୱର ଟପ୍ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବିଶ୍ୱର ଟପ୍ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ : ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି । ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ ଓହ୍ଲାଇ ବିଶ୍ୱରେ ପ୍ରଥମ ଦେଶ ଭାବେ ଇତିହାସ ରଚି ସାରିଛି । ବର୍ତ୍ତମାନ ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରୁଥିବା ବିଶ୍ୱର ଶ୍ରେଷ୍ଠ କମ୍ପାନୀ ମଧ୍ୟରେ ଭାରତର ୩ବଡ କମ୍ପାନୀ ଏଣ୍ଟ୍ରି କରିଛନ୍ତି । ରିପୋର୍ଟ ଅନୁସାରେ, ଭାରତର ଏହି ୩ବଡ କମ୍ପାନୀ ଏଚଏଏଲ, ବିଇଏଲ ଓ ଏମଡିଏଲ ବିଶ୍ୱର ଅସ୍ତ୍ରଶସ୍ତ୍ର ତିଆରି କରିବା ଭୂମିକାରେ ପ୍ରମୁଖ ଯୋଗଦାନ ଦେଇଛନ୍ତି ।

Leave a Reply