Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଓଡ଼ିଆ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ଭଜନ ସେୟାର କଲେ ପିଏମ ମୋଦି - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଓଡ଼ିଆ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ଭଜନ ସେୟାର କଲେ ପିଏମ ମୋଦି


ନୂଆଦିଲ୍ଲୀ, : ଓଡ଼ିଆ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ଭଜନ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ମୋଦି କହିଛନ୍ତି ଯେ, ଦେଶର ସବୁ ପ୍ରାନ୍ତରେ ପ୍ରଭୁ ଶ୍ରୀରାମଙ୍କ ଭକ୍ତି ଦେଖିବାକୁ ମିଳିଛି । ପ୍ରତ୍ୟେକ ଭାଷାରେ ଭକ୍ତିମୟ ଭଜନ ଆପଣ ପାଇପାରିବେ । ନମିତା ଅଗ୍ରୱାଲଙ୍କ କଣ୍ଠରେ ଓଡ଼ିଆ ଭଜନ ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ ଗୀତ ଭକ୍ତଙ୍କ ମନକୁ ଛୁଇଁଛି ।

Leave a Reply