Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରାଜ୍ୟରେ କାର୍ଯ୍ୟକ୍ଷମ ହେବ ଆଉ ୩ ମେଡିକାଲ୍ କଲେଜ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରାଜ୍ୟରେ କାର୍ଯ୍ୟକ୍ଷମ ହେବ ଆଉ ୩ ମେଡିକାଲ୍ କଲେଜ

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ୍ କଲେଜ । ଯାଜପୁର ସମେତ କନ୍ଧମାଳ ଏବଂ ତାଳଚେରରେ ଏହା କାର୍ଯ୍ୟକ୍ଷମ ହେବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଯାଜପୁର କଲେଜ ପାଇଁ ଏନ୍‌ଏମ୍‌ସିଠୁ ୫୦ସିଟ୍‌ର ଅନୁମତି ରହିଛି । ତା ସହିତ ଅନ୍ୟ ୨ଟି ମେଡିକାଲ୍ କଲେଜ ପାଇଁ ଆବେଦନ କରାଯିବ । ସୂଚନାଯୋଗ୍ୟ ଯେ ରାଜ୍ୟରେ ଏବେ ୧୧ଟି ମେଡିକାଲ୍ କଲେଜ କାର୍ଯ୍ୟକ୍ଷମ ରହିଛି ।

Leave a Reply