Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଶିବରାମ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଶିବରାମ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଶିବରାମ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ବ୍ରହ୍ମପୁର : ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘଚାଳକ ସ୍ଵର୍ଗତ ଶିବରାମ ମହାପାତ୍ରଙ୍କ ଦ୍ବାଦଶାହରେ ତାଙ୍କର ଏକ ପ୍ରତିମୂର୍ତ୍ତି ସବରେଜିଷ୍ଟ୍ରାର୍ ଛକ ଠାରେ ଉନ୍ମୋଚିତ ହୋଇଯାଇଛି । ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ଆତ୍ମାର ସଦ୍‌ଗତି ପ୍ରାର୍ଥନା
ପ୍ରାର୍ଥନା କରାଯାଇଥିଲା । ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଅଖିଳ ଭାରତୀୟ ସଦଭାବନା ପ୍ରମୁଖ ଡ. ଗୋପାଳ ପ୍ରସାଦ ମହାପାତ୍ରଙ୍କ ସମେତ ବହୁ ବରିଷ୍ଠ କାର୍ଯ୍ୟକର୍ତ୍ତା, ସରସ୍ଵତୀ ବିଦ୍ୟା ମନ୍ଦିର ନୀଳକଣ୍ଠନଗରର ଗୁରୁଜୀ ଗୁରୁମା, ଛାତ୍ରଛାତ୍ରୀ ଓ ସ୍ବୟଂସେବକଙ୍କ ସମେତ ବହୁ ଜନସାଧାରଣ ଉପସ୍ଥିତ ଥିଲେ। ସ୍ଵର୍ଗତ ମହାପାତ୍ରଙ୍କ ଜୀବନୀ ଉପରେ ଆଲୋଚନା ସହିତ ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା । ଏଥ୍ ସହିତ ହନୁମାନ ଚାଳିଶା ପାଠ କରାଯାଇ ଥିଲା ।।

Leave a Reply