ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ ରାଜ୍ୟ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଆଲୋଚନା କରିବେ । କୋଭିଡ୍, ନିପା, ଇନ୍ଫ୍ଲୁଏଞ୍ଜା ପରି ଭୂତାଣୁ ନେଇ ସମୀକ୍ଷା ହେବ ।