ଦୀଘାରୁ ହଟୁ ‘ଧାମ’ – ଗଜପତି ମହାରାଜା

ଦୀଘାରୁ ହଟୁ ‘ଧାମ’ – ଗଜପତି ମହାରାଜା, ଦୀଘା ଜଗନ୍ନାଥ ମନ୍ଦିର ଓ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ  ଗଜପତି ମହାରାଜା ଦିବ୍ୟ ସିଂହ ଦେବ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରତିକ୍ରିୟା ରଖିଛନ୍ତି, ପ୍ରଥମ ଥର ପାଇଁ ଦୀଘା ପ୍ରସଙ୍ଗରେ ମୁହଁ ଖୋଳିଛନ୍ତି ଗଜପତି..

Leave a Reply