ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପରିଷଦ ନିମନ୍ତେ ଆୟୋଜିତ ପ୍ରଦର୍ଶନୀର ଉଦ୍ଘାଟନ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର କୁଳପତି ପ୍ରଫେସର ଜ୍ୟୋତ୍ସ୍ନା କେ.ବି. ରାଉତ; ଏବିଭିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଫେସର ରଘୁରାଜ କିଶୋର ତିୱାରୀ; ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଡ଼. ବୀରେନ୍ଦ୍ର ସିଂହ ସୋଲଙ୍କୀ ଏବଂ ରାଷ୍ଟ୍ରୀୟ ସଂଗଠନ ସମ୍ପାଦକ ଶ୍ରୀ ଆଶିଷ ଚୌହାନଙ୍କ ଉପସ୍ଥିତିରେ ସମ୍ପନ୍ନ ହୋଇଛି।