ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକିମ ରାଜ୍ୟପାଳ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ସିକିମ ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି: “ସିକିମ ରାଜ୍ୟପାଳ ଶ୍ରୀ @OmMathur_Raj ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”

ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଏହି ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଶ୍ରୀ ମୋଦୀଙ୍କୁ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଅବଗତ କରାଇଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ପରିସ୍ଥିତିକୁ ନେଇ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ। ବିଶ୍ୱ ଶାନ୍ତି ପ୍ରୟାସ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇ ଶ୍ରୀ ମୋଦୀ ଏହି ଅଞ୍ଚଳରେ ଶୀଘ୍ର ଶାନ୍ତି ଏବଂ ସ୍ଥିରତା ଫେରାଇ ଆଣିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଏକ୍ସ ରେ ଏକ ପୋଷ୍ଟରେ ଲେଖିଛନ୍ତି : “ଇସ୍ରାଏଲର ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଠାରୁ ଏକ ଫୋନ କଲ୍ ପାଇଲି। ସେ ମୋତେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ ଅବଗତ କରାଇଥିଲେ। ମୁଁ ଭାରତର ଚିନ୍ତାଧାରାକୁ ସେୟାର କରିଥିଲି ଏବଂ ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଶୀଘ୍ର ପୁନରୁଦ୍ଧାର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲି।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅହମ୍ମଦାବାଦ ବିମାନ ଦୁର୍ଘଟଣାର ସମୀକ୍ଷା ବୈଠକ

ମର୍ମନ୍ତୁଦ ବିମାନ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦ ଗସ୍ତ କରିଛନ୍ତି। ପ୍ରଭାବିତ ପରିବାରଙ୍କ ପ୍ରତି ସବୁପ୍ରକାର ସମର୍ଥନ ଜଣାଇ ଶ୍ରୀ ମୋଦୀ ଏକମାତ୍ର…

ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ; ବିପର୍ଯ୍ୟୟ ପରିପ୍ରେକ୍ଷୀରେ ଅକ୍ଲାନ୍ତ ପରିଶ୍ରମ କରୁଥିବା ଅଧିକାରୀ ଏବଂ ଦଳମାନଙ୍କୁ ଭେଟିଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଘଟିଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇବାକୁ ନେଇ ଶୋକ…

‘ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସମସ୍ତ ବିଦ୍ୟାଳୟର ଆଦର୍ଶ, ମାର୍ଗଦର୍ଶକ ତଥା ପ୍ରେରକ ହେଉ’

ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଆନୁକୂଲ୍ୟରେ ପ୍ରାଦେଶିକ ପ୍ରଧାନ ଆଚାର୍ଯ୍ୟ ସମ୍ମିଳନୀ ଉଦ୍‌ଯାପିତ‘ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସମସ୍ତ ବିଦ୍ୟାଳୟର ଆଦର୍ଶ,…

ପ୍ରାଦେଶିକ ପ୍ରଧାନାଚାର୍ଯ୍ଯ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

ପ୍ରାଦେଶିକ ପ୍ରଧାନାଚାର୍ଯ୍ଯ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ‘ଗୁରୁଜୀରୁ ଗୁରୁ ଦାୟିତ୍ବ’ ବିଦ୍ୟା ଭାରତୀ, ଶିକ୍ଷା ବିକାଶ ସମିତି ଓଡ଼ିଶାଙ୍କ ଆନୁକୂଲ୍ୟରେ ସରସ୍ଵତୀ ବିଦ୍ୟା ମନ୍ଦିର…

କେଉଁ ଦେଶର କେତେ ଯାତ୍ରୀ ଥିଲେ

ଅହମ୍ମଦାବାଦ: ଗୁଜୁରାଟର ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆ ବିମାନରେ ମୋଟ ୨୪୨ ଜଣ ଯାତ୍ରୀ ଥିଲେ। ବିମାନଟି ଲଣ୍ଡନ ପାଇଁ…

ଦୁର୍ଘଟଣା ପରେ, ଏୟାର ଇଣ୍ଡିଆ ଦ୍ୱାରା ଏକ ହେଲ୍ପଲାଇନ ଜାରି କରାଯାଇଛି

ଅହମ୍ମଦାବାଦ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆ ବିମାନରେ ମୋଟ ୨୪୨ ଜଣ ଯାତ୍ରୀ ଥିଲେ। ବିମାନଟି ଲଣ୍ଡନ ପାଇଁ…

ବ୍ଲାକ୍‌ ବକ୍ସ କ’ଣ? ଯିଏ ଖୋଲିବ ଅହମ୍ମଦାବାଦ ବିମାନ ଦୁର୍ଘଟଣା ପଛର ରହସ୍ୟ

ଅହମ୍ମଦାବାଦ,୧୨।୬: ଗୁରୁବାର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଆଖପାଖ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହି ବିମାନରେ…

ହସ୍ପିଟାଲରେ ପହଞ୍ଚିଲାଣି ୩୦ ମୃତଦେହ

ନୂଆଦିଲ୍ଲୀ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅହମ୍ମଦାବାଦର ମେଘନଗର ଆଇଜି କ୍ୟାମ୍ପସରେ ଏହି ଦୁର୍ଘଟଣା ଘଟିଛି। ବିମାନରେ ୨୪୨…