ଭାରତୀୟ ମଜଦୁର ସଂଘର ୭୦ ବର୍ଷ ପୂର୍ତ୍ତି ଉପଲକ୍ଷେଦେଶ କେ ହିତ୍ ମେଁ କରେଙ୍ଗେ କାମ୍ସର୍ବେଶ୍ୱର ବେହେରା ଭାରତୀୟ ମଜଦୁର ସଂଘ…
Category: Odia News
ଉତ୍ତର ପ୍ରଦେଶରରୁ ଧରା ପଡିଲା ଲାଲକିଲ୍ଲା ଜୈନ ମନ୍ଦିରର କଳସ ଚୋର
ଉତ୍ତର ପ୍ରଦେଶରରୁ ଧରା ପଡିଲା ଲାଲକିଲ୍ଲା ଜୈନ ମନ୍ଦିରର କଳସ ଚୋର ଦିଲ୍ଲୀର ଲାଲକିଲ୍ଲା ପରିସରରେ ଜୈନ ଧାର୍ମିକ କାର୍ଯ୍ୟକ୍ରମରୁ ପ୍ରାୟ…
ଭାରତୀୟ ଚଳଚିତ୍ର ବିଚାର ମଞ୍ଚ ତରଫରୁ ‘ଦି ବେଙ୍ଗଲ ଫାଇଲ୍ସ’ ଚଳଚିତ୍ରର ଏକ ସ୍ୱତନ୍ତ୍ର ପ୍ରଦର୍ଶନ
ଭାରତୀୟ ଚଳଚିତ୍ର ବିଚାର ମଞ୍ଚ ତରଫରୁ ‘ଦି ବେଙ୍ଗଲ ଫାଇଲ୍ସ’ ଚଳଚିତ୍ରର ଏକ ସ୍ୱତନ୍ତ୍ର ପ୍ରଦର୍ଶନଭୁବନେଶ୍ୱର,୫/୯: ଭାରତୀୟ ଚଳଚିତ୍ର ବିଚାର ମଞ୍ଚ…
ସାବିତ୍ରୀବାଇ ଫୁଲେଙ୍କ ଉଲ୍ଲେଖନୀୟ ଅବଦାନ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିକ୍ଷକ ଦିବସରେ ସାବିତ୍ରୀବାଇ ଫୁଲେଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇ, କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁରଙ୍କ ଦ୍ୱାରା ଲିଖିତ ଏକ ଲେଖା ଶେୟାର କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁରଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି; “ମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁର ଶିକ୍ଷକ ଦିବସରେ ସାବିତ୍ରୀବାଇ ଫୁଲେଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇଛନ୍ତି । ସାବିତ୍ରୀବାଇ ଫୁଲେଙ୍କ ଐତିହ୍ୟ ଭାରତର ଆକାଂକ୍ଷାକୁ ପ୍ରେରଣା ଦେଇ ଚାଲିଛି ତଥା ବିକଶିତ ଭାରତ ୨୦୪୭ର ଦୃଷ୍ଟିକୋଣ ହେଉଛି ଶିକ୍ଷା ରୂପକ ମୂଳଦୂଆ ସହିତ, ରାଷ୍ଟ୍ର ନିର୍ମାଣରେ ସମାନ ଭାଗୀଦାର ଭାବରେ ମହିଳାମାନଙ୍କୁ ସଶକ୍ତ କରିବା ।”
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁ ଦିବସ ଉପଲକ୍ଷେ ଦେଶର ମୋଟ୍ ୮୧ ଜଣ ଆଦର୍ଶ ଶିକ୍ଷକଙ୍କୁ ବିଦ୍ୟାଳୟ ଶିକ୍ଷା ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁ ଦିବସ ଉପଲକ୍ଷେ ଦେଶର ମୋଟ୍ ୮୧ ଜଣ ଆଦର୍ଶ ଶିକ୍ଷକଙ୍କୁ ବିଦ୍ୟାଳୟ ଶିକ୍ଷା ଏବଂ ଉଚ୍ଚ…
ଓଡ଼ିଶାର ବସନ୍ତ କୁମାର ରଣା ଓ ତରୁଣ କୁମାର ଦାଶ ‘ଜାତୀୟ ଶିକ୍ଷକ ପୁରସ୍କାର’ରେ ସମ୍ମାନିତ
ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୫,୨୦୨୫ – ପବିତ୍ର ‘ଗୁରୁ ଦିବସ’ ଅବସରରେ ଶୁକ୍ରବାର ନୂଆଦିଲ୍ଲୀ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ…
ଜିଏସଟି ହ୍ରାସ ଦ୍ବାରା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଭିବୃଦ୍ଧି ତ୍ବରାନ୍ବିତ ହେବ
କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩ ସେପ୍ଟେମ୍ବର ୨୦୨୫ରେ ଆୟୋଜିତ ଜିଏସଟି ପରିଷଦର ୫୬ତମ ବୈଠକରେ, ବ୍ୟବସାୟ…
ପଞ୍ଜାବ ଦେଶର ଢାଲ ହୋଇ ରହିଛି, ପଞ୍ଜାବର କୃଷକ ଏବଂ ଜନସାଧାରଣଙ୍କୁ ସମ୍ପୂର୍ଣ୍ଣ ସହାୟତା ଯୋଗାଇ ଦିଆଯିବ
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଜି ପଞ୍ଜାବର ବନ୍ୟା…
ଶିକ୍ଷା, ଦକ୍ଷତା ବିକାଶ, ଷ୍ଟାର୍ଟ-ଅପ୍ ଏବଂ ଗବେଷଣା କ୍ଷେତ୍ରରେ ଅଗ୍ରଣୀ ହେବ ଭାରତ
ନୂଆଦିଲ୍ଲୀ, ସେପ୍ଟେମ୍ବର ୦୪ – ଭାରତ ଓ ସିଙ୍ଗାପୁର ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ଦିଗରେ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର…
ଶିକ୍ଷାନୁଷ୍ଠାନର ଶକ୍ତି ଓ ଛାତ୍ରଛାତ୍ରୀଙ୍କ ବିଶ୍ୱାସକୁ ପ୍ରତିଫଳିତ ଏନଆଇଆରଏଫ୍ ରାଙ୍କିଂ
ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୦୪ – ନ୍ୟାସନାଲ ଇନଷ୍ଟିଚ୍ୟୁସନ ରାଙ୍କିଙ୍ଗ୍ ଫ୍ରେମୱାର୍କ(ଏନଆଇଆରଏଫ) ରାଙ୍କିଂ ଆମର ଅନୁଷ୍ଠାନର ଶକ୍ତି ଏବଂ ଆମର ଛାତ୍ରଛାତ୍ରୀଙ୍କ ବିଶ୍ୱାସକୁ ପ୍ରତିଫଳିତ କରୁଛି ବୋଲି…