ଦୃଢ଼ ଇଚ୍ଛା ଶକ୍ତି ହିଁ ସ୍ୱପ୍ନକୁ ସାକାର କରିବାକୁ ଇନ୍ଧନ ଯୋଗାଇଥିଲା

ଛୋଟ ଗାଁରୁ ଫୁଟବଲ କ୍ରାନ୍ତିଖଣିଜ ସମ୍ପଦ ଭରା ଓଡ଼ିଶାର ପାହାଡ଼ିଆ ଅଞ୍ଚଳରେ ଏକ ଛୋଟ ଗାଁ ଜଜାଙ୍ଗ। ଯେଉଁଠାରେ ଝିଅଙ୍କ ସପ୍ନ…

ଜୈସ-ଏ-ମହମ୍ମଦର ଆତଙ୍କବାଦୀ ମଡ୍ୟୁଲ୍ କାଶ୍ମୀରର ଡାକ୍ତରଖାନାଗୁଡ଼ିକୁ ଅସ୍ତ୍ରଶସ୍ତ୍ର ହବ୍‌ରେ ପରିଣତ କରିବାକୁ ଚେଷ୍ଟା କରୁଥିଲା

ଦିଲ୍ଲୀ ବିସ୍ଫୋରଣ ମାମଲାରେ ସହ-ଅଭିଯୁକ୍ତ ଏବଂ ଉତ୍ତରପ୍ରଦେଶ ଲକ୍ଷ୍ନୌର ବାସିନ୍ଦା ଶାହିନ ସୟିଦ ୫ ଜଣ ଆତଙ୍କବାଦୀ ଡାକ୍ତରଙ୍କ ଏକ ଦଳ…

ମୁଜାମ୍ମିଲ ଶକିଲ ବିସ୍ଫୋରକ ପ୍ରସ୍ତୁତ କରିବା ପାଇଁ ଏକ ଅଟା ମିଲ୍‌ ଏବଂ ବୈଦ୍ୟୁତିକ ଯନ୍ତ୍ରପାତି ବ୍ୟବହାର କରିଥିଲେ

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର୍‌ ବିସ୍ଫୋରଣ ମାମଲାରେ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଏକ ପ୍ରମୁଖ ସୁରାକ ମିଳିଛି। ଗିରଫ ଅଭିଯୁକ୍ତ…

ପର୍ଯ୍ୟାୟ କ୍ରମେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି 

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି,ପର୍ଯ୍ୟାୟ କ୍ରମେ…

କଣ୍ଟିଲୋସ୍ଥିତ ନୀଳମାଧବ ମହାବିଦ୍ୟାଳୟରେ ଆରଏସଏସ ପକ୍ଷରୁ ଯୁବ ସମ୍ମିଳନୀ ଅନୁଷ୍ଠିତ

କଣ୍ଟିଲୋସ୍ଥିତ ନୀଳମାଧବ ମହାବିଦ୍ୟାଳୟରେ   ଆରଏସଏସ ପକ୍ଷରୁ ଯୁବ ସମ୍ମିଳନୀ ଅନୁଷ୍ଠିତଖଣ୍ଡପଡ଼ା : ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ା ବ୍ଲକ ଅଧିନ କଣ୍ଟିଲୋସ୍ଥିତ…

ଲୁଧିଆନାରେ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ, ୨ ଆତଙ୍କବାଦୀ ଗିରଫ

ପଞ୍ଜାବର ଲୁଧିଆନାରେ ଏକ ବଡ଼ ଆତଙ୍କବାଦୀ  ଯୋଜନା ପଣ୍ଡ କରାଯାଇଛି। ଏକ ଏନକାଉଣ୍ଟର ପରେ ପୁଲିସ ଦୁଇ ଆତଙ୍କବାଦୀଙ୍କୁ ଗିରଫ କରିଛି।…

ଭାରତକୁ ବଡ ଅଫର ଦେଲା ରୁଷିଆ, ଚାଇନା, ପାକିସ୍ତାନର ହଜିଲା ନିଦ

ନୂଆଦିଲ୍ଲୀ: ରୁଷ୍‌ କହିଛି ଯେ, ଏହା ଭାରତର ଭବିଷ୍ୟତର ଯୁଦ୍ଧ ବିମାନ ଆବଶ୍ୟକତାକୁ ସମର୍ଥନ କରିବାକୁ ପ୍ରସ୍ତୁତ ଏବଂ ବିନା ପ୍ରତିବନ୍ଧକରେ…

ରାଷ୍ଟ୍ରପତି ଓ ରାଜ୍ୟପାଳମାନେ ସମୟସୀମା ମଧ୍ୟରେ ବନ୍ଧା ହୋଇପାରିବେ ନାହିଁ

ନୂଆଦିଲ୍ଲୀ: ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଆଜି ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ ବିଲ୍ ଅନୁମୋଦନ କରିବା ସମୟରେ ରାଷ୍ଟ୍ରପତି ଓ ରାଜ୍ୟପାଳମାନେ ସମୟସୀମା…

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ଯାଜପୁର ତରଫରୁ  ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ଯାଜପୁର ତରଫରୁ  ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତଯାଜପୁର-ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ପକ୍ଷରୁ…

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବ ସମ୍ମିଳନୀ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ତରଫରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବ ସମ୍ମିଳନୀ ବ୍ରହ୍ମପୁର -ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ର ଶତାବ୍ଦୀ ବର୍ଷ କାର୍ଯ୍ୟକ୍ରମ…