ଅହମ୍ମଦାବାଦ, ୧୩ା୬: ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣା କେବଳ ସମଗ୍ର ଦେଶକୁ ନୁହେଁ, ବିଦେଶର ଲୋକଙ୍କୁ ମଧ୍ୟ ଝଟକା ଦେଇଛି।…
Category: Odia News
ମିଳିଲା ବ୍ଲାକ୍ବକ୍ସ
ନୂଆଦିଲ୍ଲୀ: ଭାରତର ବିମାନ ସେବା କ୍ଷେତ୍ରରେ ଘଟିଛି ଭୟଙ୍କର ଦୁର୍ଘଟଣା। ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ- ଏଆଇ୧୭୧ (ବୋଇଂ…
ବିଜୟ ରୂପାନୀଙ୍କ ପୁଅ ବି ଦୁର୍ଘଟଣାରେ ହାରିଥିଲେ ଜୀବନ
ଅହମ୍ମଦାବାଦ,୧୩ା୬: ୧୨ ଜୁନ୍ ୨୦୨୫ ଭାରତୀୟଙ୍କ ଇତିହାସରେ ଏକ ଦୁଃଖଦ ଦିନ ଭାବରେ ଲିପିବଦ୍ଧ ହୋଇଛି। ଏହି ଦିନ ଅପରାହ୍ନ ଗୋଟାଏ…
ଦୁର୍ଘଟଣାର ସମ୍ଭାବ୍ୟ କାରଣ
ବିଶେଷଜ୍ଞମାନେ ଏହି ଦୁର୍ଘଟଣାର କାରଣ ଅନୁସନ୍ଧାନ କରୁଛନ୍ତି ଏବଂ ଚାରୋଟି ସମ୍ଭାବ୍ୟ କାରଣ ଉପରେ ଆଲୋଚନା କରୁଛନ୍ତି: ୱିଙ୍ଗ ଫ୍ଲାପ୍ସର ତ୍ରୁଟି:…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକିମ ରାଜ୍ୟପାଳ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ସିକିମ ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି: “ସିକିମ ରାଜ୍ୟପାଳ ଶ୍ରୀ @OmMathur_Raj ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଏହି ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଶ୍ରୀ ମୋଦୀଙ୍କୁ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଅବଗତ କରାଇଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ପରିସ୍ଥିତିକୁ ନେଇ ଭାରତର ଚିନ୍ତା ବ୍ୟକ୍ତ କରିଥିଲେ। ବିଶ୍ୱ ଶାନ୍ତି ପ୍ରୟାସ ପ୍ରତି ଭାରତର ପ୍ରତିବଦ୍ଧତାକୁ ଦୋହରାଇ ଶ୍ରୀ ମୋଦୀ ଏହି ଅଞ୍ଚଳରେ ଶୀଘ୍ର ଶାନ୍ତି ଏବଂ ସ୍ଥିରତା ଫେରାଇ ଆଣିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଏକ୍ସ ରେ ଏକ ପୋଷ୍ଟରେ ଲେଖିଛନ୍ତି : “ଇସ୍ରାଏଲର ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଠାରୁ ଏକ ଫୋନ କଲ୍ ପାଇଲି। ସେ ମୋତେ ପରିବର୍ତ୍ତିତ ପରିସ୍ଥିତି ବିଷୟରେ ଅବଗତ କରାଇଥିଲେ। ମୁଁ ଭାରତର ଚିନ୍ତାଧାରାକୁ ସେୟାର କରିଥିଲି ଏବଂ ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଶୀଘ୍ର ପୁନରୁଦ୍ଧାର କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲି।
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅହମ୍ମଦାବାଦ ବିମାନ ଦୁର୍ଘଟଣାର ସମୀକ୍ଷା ବୈଠକ
ମର୍ମନ୍ତୁଦ ବିମାନ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦ ଗସ୍ତ କରିଛନ୍ତି। ପ୍ରଭାବିତ ପରିବାରଙ୍କ ପ୍ରତି ସବୁପ୍ରକାର ସମର୍ଥନ ଜଣାଇ ଶ୍ରୀ ମୋଦୀ ଏକମାତ୍ର…
ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ; ବିପର୍ଯ୍ୟୟ ପରିପ୍ରେକ୍ଷୀରେ ଅକ୍ଲାନ୍ତ ପରିଶ୍ରମ କରୁଥିବା ଅଧିକାରୀ ଏବଂ ଦଳମାନଙ୍କୁ ଭେଟିଲେ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଘଟିଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇବାକୁ ନେଇ ଶୋକ…
‘ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସମସ୍ତ ବିଦ୍ୟାଳୟର ଆଦର୍ଶ, ମାର୍ଗଦର୍ଶକ ତଥା ପ୍ରେରକ ହେଉ’
ଶିକ୍ଷା ବିକାଶ ସମିତି, ଓଡ଼ିଶାଙ୍କ ଆନୁକୂଲ୍ୟରେ ପ୍ରାଦେଶିକ ପ୍ରଧାନ ଆଚାର୍ଯ୍ୟ ସମ୍ମିଳନୀ ଉଦ୍ଯାପିତ‘ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସମସ୍ତ ବିଦ୍ୟାଳୟର ଆଦର୍ଶ,…
ପ୍ରାଦେଶିକ ପ୍ରଧାନାଚାର୍ଯ୍ଯ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ
ପ୍ରାଦେଶିକ ପ୍ରଧାନାଚାର୍ଯ୍ଯ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ‘ଗୁରୁଜୀରୁ ଗୁରୁ ଦାୟିତ୍ବ’ ବିଦ୍ୟା ଭାରତୀ, ଶିକ୍ଷା ବିକାଶ ସମିତି ଓଡ଼ିଶାଙ୍କ ଆନୁକୂଲ୍ୟରେ ସରସ୍ଵତୀ ବିଦ୍ୟା ମନ୍ଦିର…