Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଅଟଳବିହାରୀ ବାଜପେୟୀଙ୍କ ୯୯ତମ ଜନ୍ମଜୟନ୍ତୀ ଶ୍ରଦ୍ଧାଞ୍ଜଳି ଅପର୍ଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଅଟଳବିହାରୀ ବାଜପେୟୀଙ୍କ ୯୯ତମ ଜନ୍ମଜୟନ୍ତୀ ଶ୍ରଦ୍ଧାଞ୍ଜଳି ଅପର୍ଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ୯୯ତମ ଜୟନ୍ତୀରେ ଆଜି ତାଙ୍କର ସମାଧି ସ୍ଥଳ ସଦୈବ ଅଟଳ ଠାରେ ଏକ ପ୍ରାର୍ଥନା ସଭାର ଆୟୋଜନ କରାଯାଇଥିଲା । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଦୈବ ଅଟଳ ଠାରେ ପହଂଚି ଦିବଂଗତ ନେତାଙ୍କୁ ପ୍ରଣାମ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଉପରାଷ୍ଟ୍ରପତି ଜଗଦିପ ଧନଖଡ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ସେଠାରେ ପହଂଚି ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Leave a Reply