Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରକାର୍ଯ୍ୟବାହ ଦତାତ୍ରେୟ ହୋସୱାଲେଙ୍କ ୩ ଦିନିଆ ଓଡିଶା ଗସ୍ତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରକାର୍ଯ୍ୟବାହ ଦତାତ୍ରେୟ ହୋସୱାଲେଙ୍କ ୩ ଦିନିଆ ଓଡିଶା ଗସ୍ତ



ଭୁବନେଶ୍ୱର,୦୬ /୦୧: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରକାର୍ଯ୍ୟବାହ ଦତାତ୍ରେୟ ହୋସୱାଲେ ୩ ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଁଚିଛନ୍ତି । ଏହି ପ୍ରବାସ କେବଳ ସାଂଗଠନିକ କାର୍ଯ୍ୟପାଇଁ ଉଦ୍ଦିଷ୍ଟ । ଏଠାରେ କୌଣସି ସାର୍ବଜନିନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ । ଶ୍ରୀ ହୋସୱାଲେ ତିନି ଦିନିଆ ଓଡିଶା ପ୍ରବାସ ସାରି ଜାନୁଆରୀ ୮ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ଶ୍ରୀ ରବିନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି ।

Leave a Reply