Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ସରସ୍ୱତୀ ଶିଶୁ ମନ୍ଦିରରେ ବିଶ୍ୱ କଣ୍ଢେଇ ଦିବସ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ସରସ୍ୱତୀ ଶିଶୁ ମନ୍ଦିରରେ ବିଶ୍ୱ କଣ୍ଢେଇ ଦିବସ

ଚମ୍ପୁଆ : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ପ୍ରଧାନ ଆଚାର୍ଯ୍ୟ ଧରଣୀଧର ଦାସଙ୍କ ଅଧ୍ୟକ୍ଷତାରେ ବିଶ୍ୱ କଣ୍ଢେଇ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ବାଟିକା ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଧରଣୀଧର ଦାସ ଶିଶୁ ମାନେ କଣ୍ଢେଇର ବହୁଳ ବ୍ୟବହାର ମାଧ୍ୟମରେ ନିଜ ବୁଦ୍ଧି ଓ ଜ୍ଞାନକୁ ସମ୍ପ୍ରସାରିତ କରିଥାଆନ୍ତି ବୋଲି କହିଥିଲେ । ଏହି ଅବସରରେ ବିଭିନ୍ନ ପ୍ରକାରର କଣ୍ଢେଇ ପ୍ରଦର୍ଶିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିଶୁ ବାଟିକା ପ୍ରମୁଖ ରଙ୍ଗଲତା କର, ଲକ୍ଷ୍ମୀ କୁମାରୀ ପ୍ରଧାନ, ପ୍ରତାପ ମହାନ୍ତି, ଝରଣା ପ୍ରଧାନ, ଗୀତାଞ୍ଜଳି ପ୍ରଧାନ, ମୈତ୍ରୀ ମହାନୁ ଆଦି ଆଚାର୍ଯ୍ୟ ଆଚାର୍ଯ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ

Leave a Reply