Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ

ନୂଆଦିଲ୍ଲୀ: ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ । ଫଳରେ ୬.୫ ପ୍ରତିଶତରେ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି । ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରା ନୀତି ଘୋଷଣା କରିଛି । ଆର.ବି.ଆଇ ମନିଟାରୀ ପଲିସି କମିଟି ସଦସ୍ୟ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ କହିଛନ୍ତି । କ୍ରମାଗତ ସପ୍ତମ ଥର ପାଇଁ ରେପୋ ରେଟରେ ପରିବର୍ତ୍ତନ କରାଯାଇନାହିଁ । ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା । ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ମୁଦ୍ରାସ୍ଫିତୀକୁ ନିୟନ୍ତ୍ରଣରେ ରଖିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଉଛି । ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର ଋଗଓ ପୂର୍ବ ପରି ସମାନ ରହିଛ

Leave a Reply