Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
କାକଟପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

କାକଟପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ

କାକଟପୁର- କାକଟପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ରାଷ୍ଟ୍ରୀୟ ହିନ୍ଦୁ ନବ ବର୍ଷ ପାଳିତ ହୋଇଯାଇଛି । ଆୟୋଜିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ତଥା ପୁରୀ ବିଭାଗ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ର କାର୍ଯ୍ୟବାହାକ ଅକ୍ଷୟ କୁମାର ପରିଡ଼ା ଯୋଗ ଦେଇ ଉଦଘାଟନ କରିଥିଲେ । ହିନ୍ଦୁ ନବ ବର୍ଷର ମହତ୍ତ୍ୱ ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ମାଗଦର୍ଶନ କରିଥିଲେ । ବିଦ୍ୟା ମନ୍ଦିର ର ପ୍ରଧାନାଚାର୍ଯ୍ୟ ତନ୍ମୟ କୁମାର ପାତ୍ର, ଓ ସହ ପ୍ରଧାନାଚାର୍ଯ୍ୟା ଜୟନ୍ତୀ ବାଳା ନନ୍ଦ, ଅନ୍ନଦା ପ୍ରସାଦ ବେହେରା ଉତ୍ସବ କୁ ପରିଚାଳନା କରିଥିଲେ । ବିଦ୍ୟାମନ୍ଦିର ର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ । ଶେଷରେ ଗୁରୁଜୀ ଅକ୍ଷୟ କୁମାର ବାରୀକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply