Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରାମଲଲ୍ଲାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିବା ଶିଳ୍ପୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରାମଲଲ୍ଲାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିବା ଶିଳ୍ପୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହୀଶୁର ମହାରାଜା କଲେଜ ଗ୍ରାଉଣ୍ଡରେ ପ୍ରଭୁ ରାମଲଲ୍ଲାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିବା ଶିଳ୍ପୀ ଅରୁଣ ଯୋଗୀରାଜଙ୍କୁ ଭେଟିଥିଲେ । ମୋଦୀ ଓ ଅରୁଣ ଭେଟାଭେଟି ହେବାର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ ହୋଇଛି । ଯେଉଁଥିରେ ଶିଳ୍ପୀ ଅରୁଣ ମୋଦୀଙ୍କୁ ପ୍ରଣାମ କରୁଥିବା ଦେଖିବାକୁ ମିଳୁଛି । ମୋଦୀ ବି ଅରୁଣଙ୍କୁ ପ୍ରତିପ୍ରଣାମ ଜଣାଇଥିଲେ । ଏଥିସହିତ ପ୍ରଭୁ ରାମଲଲ୍ଲାଙ୍କ ପ୍ରତିମୂର୍ତ୍ତି ତିଆରି କରିବାର ପ୍ରତିଭା ପାଇଁ ଅରୁଣଙ୍କୁ ପ୍ରଶଂସା କରିଥିଲେ ।

Leave a Reply