Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବିଶ୍ୱହିନ୍ଦୁ ପରିଷଦ ତରଫରୁ ଶ୍ରୀରାମ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବିଶ୍ୱହିନ୍ଦୁ ପରିଷଦ ତରଫରୁ ଶ୍ରୀରାମ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ


ବଲାଙ୍ଗିର : ବୁଧବାର ଦିନ ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସକାଳ ୯ ଘଣ୍ଟା ସମୟରେ ବଲାଙ୍ଗିର ବିଶ୍ୱହିନ୍ଦୁ ପରିଷଦ ତରଫରୁ ଜିଲ୍ଲା ସଭାପତି ଶ୍ରୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଙ୍କ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିର ପାଖ ଆଶିଷ ପ୍ଲାଜା ଲଜ୍ ସାମନା ରେ ଶ୍ରୀରାମ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ବିଶ୍ୱହିନ୍ଦୁ ପରିଷଦ ତଥା ବଜରଙ୍ଗ ଦଳର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଶ୍ରୀରାମ ଭକ୍ତ ମାନଙ୍କୁ ଆଜିର ପବିତ୍ର ଦିନରେ ରାମ ନାମ ସଙ୍କୀର୍ତ୍ତନ କରିବା ସହ ଭୋଗ ପ୍ରସାଦ ଗ୍ରହଣ କରିବା ପାଇଁ ନିମନ୍ତ୍ରଣ କରିଥିଲେ । ଅଞ୍ଚଳ ର ଲୋକେ ରାମ ଲାଲା ଙ୍କ ପ୍ରସାଦ ଗ୍ରହଣ କରିଥଲେ ।

Leave a Reply