Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଉପେନ୍ଦ୍ର ଦ୍ୱିବେଦୀ ନୂଆ ସ୍ଥଳସେନା ମୁଖ୍ୟ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଉପେନ୍ଦ୍ର ଦ୍ୱିବେଦୀ ନୂଆ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ । ସେ ଏବେ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନରାଲ ମନୋଜ ପାଣ୍ଡେଙ୍କ ସ୍ଥାନ ନେବେ । ମନୋଜଙ୍କ କାର୍ଯ୍ୟକାଳ ଆସନ୍ତା ୩୦ ରେ ଶେଷ ହେଉଛି । ଚଳିତବର୍ଷ ଫେବୃଆରୀ ୧୯ରେ ଉପେନ୍ଦ୍ର ସ୍ଥଳସେନା ଉପମୁଖ୍ୟ ଦାୟିତ୍ୱ ନେଇଥିଲେ । ସେନାରେ ସାହସିକ ଏବଂ ଉତ୍କୃଷ୍ଟ କାର୍ଯ୍ୟ ଲାଗି ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପରମ ବିଶିଷ୍ଟ ସେବା ମେଡାଲ ଓ ଅତି ବିଶିଷ୍ଟ ସେବା ମେଡାଲ ପାଇଛନ୍ତି ।

Leave a Reply