Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ବୌଦ୍ଧ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ବୌଦ୍ଧ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା

ବୌଦ୍ଧ : ବୌଦ୍ଧ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀ ରେ ପରିଚାଳନା କମିଟିର ସମ୍ପାଦକ ସାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା । ମୁଖ୍ୟ ଅତିଥି ଭାବେ ସନ୍ତୋଷ କର୍ଣ୍ଣ ଯୋଗଦେଇଥିଲେ । ବିଦ୍ୟାଳୟର ପରିଚାଳନା କମିଟିର ସହସଂପାଦକ ସନ୍ତୋଷ କୁମାର ପୁରୋହିତ, ଶିଶୁ ବାଟିକାର ବରିଷ୍ଠ ଆଚାର୍ଯ୍ୟ ନବୀନ କୁମାର ସାହୁ ଉପସ୍ଥିତ ଥିଲେ । ଏହା ସହ ପ୍ରଧାନ ଆଚାର୍ଯ୍ୟ ଶ୍ରୀବତ୍ସ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ମାତୃଶାଳାରେ ଶିଶୁବାଟିକାର ୬୦ରୁ ଉର୍ଦ୍ଧ୍ୱ ଅଭିଭାବିକା ଉପସ୍ଥିତ ଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠକ୍ଷ ଆଚାର୍ଯ୍ୟ ମୀନା କୁମାରୀ ବାଘ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply