Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ପ୍ରେସ୍ କ୍ଲବରୁ ପାକିସ୍ତାନୀଙ୍କୁ ଧକ୍କା ଦେଇ ବାହାର କଲା ଆମେରିକା - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ପ୍ରେସ୍ କ୍ଲବରୁ ପାକିସ୍ତାନୀଙ୍କୁ ଧକ୍କା ଦେଇ ବାହାର କଲା ଆମେରିକା


ୱାଶିଂଟନ: ଆମେରିକାରେ କିଛି ପାକିସ୍ତାନୀ ନିଜ ଦେଶକୁ ଅପମାନିତ କରିଥିଲେ । ୱାଶିଂଟନ ଡିସିରେ ଥିବା ନ୍ୟାଶନାଲ ପ୍ରେସ୍ କ୍ଲବରେ କାଶ୍ମୀରର ପରିବର୍ତ୍ତନ ଉପରେ ଆଲୋଚନା କରାଯାଇଥିଲା । ଏହି ସମୟରେ ସେଠାରେ କିଛି ପାକିସ୍ତାନୀ ମଧ୍ୟ ଉପସ୍ଥିତ ଥିଲେ ଏବଂ ସେମାନେ ପାଟି କରିବା ଆରମ୍ଭ କରିଥିଲେ । ଯାହା ପରେ ତାଙ୍କୁ ସେଠାରୁ ଧକ୍କା ମାରି ବାହାର କରିଦିଆଯାଇଥିଲା । ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାଇରାଲ ଭିଡିଓରେ ଜଣେ ପାକିସ୍ତାନୀ ଅଧିକାରୀ ଆଲୋଚନା ସମୟରେ ବକ୍ତାଙ୍କୁ ପାଟି କରୁଥିବା ଦେଖିବାକୁ ମିଳିଛି ।

Leave a Reply