ପୁଲିସକୁ ମିଳିଛି ବଡ଼ ସଫଳତା-୨୯ ଜଣ ମାଓବାଦୀ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି

ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ୨୯ ଜଣ ମାଓବାଦୀ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସିପିଙ୍କ ସମ୍ମୁଖରେ ଏହି ୨୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣ ପୁରୁଷ ଏବଂ ୭ ଜଣ ମହିଳା ମାଓବାଦୀ ଅଟନ୍ତି।

Leave a Reply

Your email address will not be published. Required fields are marked *