ଅହମ୍ମଦାବାଦ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗୁରୁବାର ଏୟାର ଇଣ୍ଡିଆର B-୭୮୭ ଡ୍ରିମଲାଇନର ବିମାନ, ଯାହା AI-୧୭୧ ଫ୍ଲାଇଟ ଯୋଗେ ଅହମ୍ମଦାବାଦରୁ ଲଣ୍ଡନର ଗାଟୱିକ ଯାତ୍ରା କରୁଥିଲା, ମେଘନାନୀ ନଗରର ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।