ଆଜି ଆଷାଢ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି

ଆଜି ଆଷାଢ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପାଇଁ କାଲି ରାତି ୯ ରୁ ୨ଟା ଯାଏଁ ଦର୍ଶନ ବନ୍ଦ ରହିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି ୨ ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ ।

Leave a Reply