ବାଲେଶ୍ୱର FM କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ବାଲେଶ୍ୱର FM କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ଡିଏସପି ଇମାନ୍ କଲ୍ୟାଣ ନାୟକଙ୍କୁ ତଦନ୍ତ ଦାୟିତ୍ୱ । ତଦନ୍ତ ନିର୍ଦ୍ଦେଶ ଦେଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର । ତଦନ୍ତ ଅଧିକାରୀଙ୍କୁ ସହଯୋଗ କରିବେ ଇନ୍‌ସପେକ୍ଟର ପାଞ୍ଚାଳି ରାଉତ ।

Leave a Reply