Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର

ଭୁବନେଶ୍ୱର : ଉତ୍ତରପ୍ରଦେଶର ଗ୍ରେଟର ନୋଏଡ଼ାରେ ଚାଲିଥିବା ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର । ୪୦ କିଲୋଗ୍ରାମ ଓଜନ୍ ବର୍ଗରେ ଜ୍ୟୋତ୍ସ୍ନା ସ୍ନାଚ୍‌ରେ ୫୫ କିଲୋଗ୍ରାମ, କ୍ଲିନ୍ ଆଣ୍ଡ୍ ଜର୍କରେ ୬୪ କିଲୋଗ୍ରାମ ସହ ମୋଟ ୧୧୯ କିଲୋଗ୍ରାମ ଉତ୍ତୋଳନ କରି ତୃତୀୟ ସ୍ଥାନରେ ରହିଥିଲେ । ଗତ ମାର୍ଚ୍ଚ ମାସରେ ଜ୍ୟୋତ୍ସ୍ନା ବିଶ୍ୱ ଯୁବ ଭାରୋତ୍ତୋଳନରେ ରୌପ୍ୟ ଓ କାଂସ୍ୟ ପଦକ ଜିତିଥିବାବେଳେ ଚଳିତ ମାସ ପ୍ରାରମ୍ଭରେ ମଧ୍ୟ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରୁ ୩ ସ୍ୱର୍ଣ୍ଣ ପଦକ ଜିତି ଦେଶ ଓ ରାଜ୍ୟର ଗୌରବ ବଢ଼ାଇଥିଲେ

Leave a Reply