Deprecated: Function get_magic_quotes_gpc() is deprecated in /home/thxlzghk/news.vskodisha.com/wp-content/plugins/admin-menu-editor-pro-bk/includes/menu-editor-core.php on line 3424
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତଙ୍କ ୭ ଦିନିଆ ଓଡିଶା ଗସ୍ତ - ବିଶ୍ୱ ସମ୍ବାଦ କେନ୍ଦ୍ର ଓଡିଶା

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତଙ୍କ ୭ ଦିନିଆ ଓଡିଶା ଗସ୍ତ


ଭୁବନେଶ୍ୱର,୩୦/ ୭: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୭ ଦିନିଆ ଓଡିଶା ଗସ୍ତରେ ଆସି ଜୁଲାଇ ୩୧ ତାରିଖ ଦିନ ଭୁବନେଶ୍ୱରରେ ପହଁଚିବେ । ଡ. ଭାଗବତ ୭ ଦିନ ଓଡିଶା ଗସ୍ତ ସମୟରେ ସ୍ୱାମୀ ବିବେକାନନ୍ଦ କେନ୍ଦ୍ରର କାର୍ଯ୍ୟକ୍ରମରେ ଯୋଗଦେବା ସହ ପୁରୀ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରିବେ । ଏହାପରେ ଡ.ଭାଗବତ ସାତ ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୬ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତନ କରିବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ଶ୍ରୀ ରବିନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି ।

Leave a Reply